ଛତିଶଗଡ଼ରେ ବଡ଼ଧରଣର ନକ୍ସଲ ଆକ୍ରମଣ; ୧୧ ଯବାନ ସହିଦ
ଛତିଶଗଡ଼ ଦନ୍ତେୱାଡାରେ ବଡ଼ଧରଣର ନକ୍ସଲ ଆକ୍ରମଣ । ଆକ୍ରମଣରେ ୧୧ ଜଣ ଯବାନ ସହିଦ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦ ପୋଲିସ ଅଧିକାରୀ, ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ବିସ୍ଫୋରଣ କରି ଯବାନଙ୍କ ଗାଡ଼ି ଉଡ଼ାଇଲେ ନକ୍ସଲ । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ ଏନେଇ ଟ୍ୱିଟ୍ କରି ସୂଚନା…