Browsing Tag

Driving test will be automated in the state

ଏଣିକି ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌

ଏଣିକି ରାଜ୍ୟରେ ସ୍ବୟଂଚାଳିତ ହେବ ଡ୍ରାଇଭିଂ ଟେଷ୍ଟ୍‌। ଯାନଚାଳନା ବା ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ସ୍ବଚ୍ଛତା ଏବଂ ଦକ୍ଷତାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ପରୀକ୍ଷା ପଦ୍ଧତି ଲାଗୁ କରାଯିବ। ଏଥିପାଇଁ ବୁଧବାର ଖାରବେଳ ଭବନଠାରେ ଓଡ଼ିଶା ରାଜ୍ୟ ପରିବହନ…