ରାଜ୍ୟର ପ୍ରଥମ ଜିଲ୍ଲା ଭାବେ ରାୟଗଡାକୁ ଡ୍ରୋନରେ ଗଲା ଔଷଧ
ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଗଲା ରାୟଗଡା ଜିଲ୍ଲା । ରାଜ୍ୟର ପ୍ରଥମ ଜିଲ୍ଲା ଭାବେ ଡ୍ରୋନରେ ପରିବହନ ହେଲା ଜୀବନ ରକ୍ଷାକାରୀ ଔଷଧ । ଯାହାକୁ ପରୀକ୍ଷାମୂଳକ ଭାବେ ରାୟଗଡାରୁ ଗୁଡାରୀ ଡାକ୍ତରଖାନାକୁ ଔଷଧ ପଠାଯାଇଛି । ଏହାଦ୍ୱାରା ସମୟ ଅପଚୟ ସହ ରୋଗୀଙ୍କୁ ଖର୍ଚାନ୍ତରୁ ରକ୍ଷା…