Browsing Tag

drones will provide healthcare services in the remote areas of Kandhamal district

ପ୍ରଥମ କରି କନ୍ଧମାଳ ଜିଲ୍ଲାର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବ ଡ୍ରୋନ୍

ଦୁର୍ଗମ ଅଞ୍ଚଳରେ ଏଣିକି ରୋଗୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ । ଜରୁରୀକାଳୀନ ପରିସ୍ଥିତିରେ ଦୁର୍ଗମ ଅଞ୍ଚଳରେ ରୋଗୀଙ୍କୁ ସେବା ଯୋଗାଇବ ଡ୍ରୋନ । କିଛି ଦିନ ଧରି ଚାଲିଥିବା ଏହି ଡ୍ରୋନ ପ୍ରୋଜେକ୍ଟର କାର୍ଯ୍ୟ ନିକଟରେ ପରୀକ୍ଷଣ ହୋଇଥିବା ବେଳେ ଏହା ଆନୁଷ୍ଠାନିକ ଭାବେ…