ହାଇୱା ତଳେ ଦବି ଜଣେ ମୃତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ବାଇଁଶିଆ ଠାରେ ଘଟିଯାଇଛି ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ମନେଇ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।
ସୂଚନାନୁଯାୟୀ, ସବୁଦିନ ପରି ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ ବାଇଁଶିଆ ଠାରେ ଥିବା ପାନ…