ଦଶହରା ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ପ୍ରକାଶ, ବାଲୁ ବଜାର ପୂଜା କମିଟିର ଆବେଦନକୁ ଅଗ୍ରାହ୍ୟ କଲେ ହାଇକୋର୍ଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦଶହରା ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ମାମଲାର ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ । ବାଲୁ ବଜାର ପୂଜା କମିଟିର ଆବେଦନକୁ ଅଗ୍ରାହ୍ୟ କଲେ ହାଇକୋର୍ଟ । ମୂର୍ତ୍ତି ଉଚ୍ଚତା ବଢିବନି ବୋଲି ରାୟ ଦେଇଛନ୍ତି ହାଇକୋର୍ଟ । ମହାମାରୀ ବେଳେ ସରକାର ଭାବିଚିନ୍ତି…