ଏଥର ରାଜଧାନୀରେ ୧୭୮ ପୂଜା ମଣ୍ଡପରେ ଶୋଭା ପାଇବେ ମା’ ଦୁର୍ଗା; ରାତି ୧୨ଟା ପର୍ଯ୍ୟନ୍ତ ମେଲୋଡିକୁ ଅନୁମତି
ଦୀର୍ଘ ଦୁଇ ବର୍ଷ ପରେ ଏଥର ମହା ଆଡମ୍ବରରେ ଦର୍ଶନ ଦେବେ ଜଗତଜନନୀ । ରାଜଧାନୀର ୧୭୮ ପୂଜା ମଣ୍ଡପରେ ଶୋଭା ପାଇବେ ମା ଦୁର୍ଗା । ଏଥିପାଇଁ ବିଏମ୍ସି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଚଳିତ ଥର ରାତି ୧୨ ଟା ପର୍ଯ୍ୟନ୍ତ ମେଲୋଡିକୁ ଅନୁମତି ମିଳିବ ।
ସୋମବାର ମେୟର ସୁଲୋଚନା ଦାସଙ୍କ…