ଏଣିକି ଘରେ ବସି ଏଫଆଇଆର, ଇ-ଥାନାର ଶୁଭାରମ୍ଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠୁ ରାଜ୍ୟରେ ଇ-ଥାନା ବା ଭର୍ଚୁଆଲ ଥାନାର ଶୁଭାରମ୍ଭ କରିଛନ୍ତି। ଏହି ଥାନା ରାଜ୍ୟ କ୍ରାଇମ ରେକର୍ଡ ବ୍ୟୁରୋ ପରିସରରେ କାର୍ଯ୍ୟକ୍ଷମ ହେବ l ଏହାର ପରିସୀମା ସମଗ୍ର ରାଜ୍ୟବ୍ୟାପୀ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଥାନାକୁ ଉଦଘାଟନ କରିଛନ୍ତି।…