ନୟାଗଡରେ ମୃଦୁ ଭୂମିକମ୍ପ ଦୁଇଥର ଅନୁଭୂତ
ନୟାଗଡ : ନୟାଗଡ ଜିଲ୍ଲା ଦଶପଲ୍ଲାରେ ଭୂମିକମ୍ପ ଅନୁଭଊତ ହୋଇଛି । ସହର ଓ ଆଖପାଖ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ତେବେ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।
୫ ସେକେଣ୍ଡ ଲେଖାଏଁ ଦୁଇ ଥର ଭୂମିକମ୍ପ ଅନୁଭୂତ ହୋଇଛି । ତେବେ ଏହି ଭୂମିକମ୍ପ ହେବା…