Browsing Tag

ED raid on MLA Prafulla Samal’s house

ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡିର ଚଢାଉ, ୧୦ଟି ସ୍ଥାନରେ ରେଡ୍

ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଆଜି ସକାଳେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢ଼ାଉ କରିଥିବା ଜଣାଯାଇଛି। ସେହିପରି ବିଜେଡି…