ତେଲଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଝିଅ କେ. କବିତାଙ୍କୁ ଇଡିର ସମନ
ଦିଲ୍ଲୀ ମଦ ନୀତି ମାମଲାରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କେ. କବିତାଙ୍କୁ ସମନ ଜାରି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଆସନ୍ତାକାଲି କବିତାଙ୍କୁ ଜେରା କରିବ ଇଡି । ଗତବର୍ଷ ଡିସେମ୍ବର ୧୨ ତାରିଖରେ ହାଇଦ୍ରାବାଦରେ ଭାରତ ରାଷ୍ଟ୍ର ସମିତି ନେତ୍ରୀ କବିତାଙ୍କୁ…