ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ଖୋଲିବା ନେଇ ହେବ ନିଷ୍ପତ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଅକ୍ଟୋବର ଶେଷ ସପ୍ତାହରେ ରାଜ୍ୟ ସରକାର ସ୍କୁଲ ଖୋଲିବା ନିଷ୍ପତ୍ତି ନେବେ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୂଜା ପର୍ଯ୍ୟନ୍ତ ସ୍କୁଲ…