ଫେବ୍ରୁଆରୀ ୭ତାରିଖରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୭ ତାରିଖରୁ ଅର୍ଥାତ ଫେବ୍ରୁଆରୀ ୭ ତାରିଖରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ଖୋଲିବାକୁ ଯାଉଛି । କରୋନା ସଂକ୍ରମଣ କମିବା ପରେ ଆସନ୍ତା ୭ ତାରିଖରୁ ୮ମରୁ ଉପରକୁ ଥିବା ସ୍କୁଲ ଓ କଲେଜ ଖୋଲିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା…