ବାଣ ଗୋଦାମରେ ଅଗ୍ନିକାଣ୍ଡ, ଜଳିଗଲେ ୧୪ଜଣ
ବେଙ୍ଗାଲୁରୁ ଅତ୍ତିବେଲେ ସ୍ଥିତ ବାଣ ଗୋଦାମରେ ନିଆଁ ଲାଗିଯାଇ ବିସ୍ଫୋରଣ ଘଟିବାରୁ ୧୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୭ଜଣ ଆହତ ହୋଇଛନ୍ତି । ଦୋକାନ ମାଲିକ ସହିତ ଅନ୍ୟ ୪ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତଙ୍କୁ ଅନ୍ୟ ହସପିଟାଲଙ୍କୁ…