Browsing Tag

Eight Killed

ଅଧାରେ ରହିଗଲା ମା’ ତାରିଣୀ ଦର୍ଶନ, ସଡ଼କ ଦୁର୍ଘଟଣାରେ ଚାଲିଗଲା ୮ଜଣଙ୍କ ଜୀବନ

ଅଧାରେ ରହିଗଲା ମା' ତାରିଣୀ ଦର୍ଶନ। ଆଜି ସକାଳୁ ସକାଳୁ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି। ସେମାନଙ୍କୁ କଟକ ବଡ଼ ମେଡିକାଲକୁ…