ଫଡନାଭିସ୍ ନୁହେଁ, ସିନ୍ଦେ ହେବେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ର ରାଜନୀତିରେ ନୂଆ ମୋଡ। ବିଜେପି ନେତା ଦେବେନ୍ଦ୍ର ଫଡନାଭିସ୍ ନୁହେଁ, ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ। ଵିଜେପି ସମର୍ଥନରେ ସେ ମୁଖ୍ୟମନ୍ତ୍ରୀ ହେବେ ବୋଲି ଜଣାପଡିଛି। ଏକ ମିଳିତ ଖବରଦାତା ସମ୍ମିଳନୀରେ ସିନ୍ଧେଙ୍କ…