Browsing Tag

Election Commission appointed 3 new SPs

୩ ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦେଲେ ନିର୍ବାଚନ କମିଶନ

ରାଜ୍ୟରେ ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ପାଇଁ ୮ ପ୍ରଶାସନିକ ଅଧିକାରୀଙ୍କୁ ନିର୍ବାଚନ ସଂକ୍ରାନ୍ତ କାର୍ଯ୍ୟରୁ ଦୂରେଇ ରଖିବାକୁ କିଛି ଦିନ ପୂର୍ବେ ନିର୍ବାଚନ କମିଶନ ରାଜ୍ୟ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେମାନଙ୍କ ମଧ୍ୟରେ କେନ୍ଦ୍ରାଞ୍ଚଳ ରେଞ୍ଜ ପୁଲିସ୍ ଆଇଜି…