Browsing Tag

Election commission report for 1st phase election

ଓଡ଼ିଶା ଇଲେକ୍ସନ ଓ୍ବାଚ୍‌ ଓ ଏଡିଆର୍‌ର ପ୍ରଥମ ପର୍ଯ୍ୟାୟ ରିପୋର୍ଟ ପ୍ରକାଶିତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡିଶା ପ୍ରଥମ ପର୍ଯ୍ୟାୟରେ ୨୬ ଲୋକସଭା ପ୍ରାର୍ଥୀଙ୍କ ମଧ୍ୟରୁ ୧୦ଜଣ କୋଟିପତି, ୧୨ଜଣଙ୍କ ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶରୁ କମ୍ । ସୂଚନା ଅନୁଯାୟୀ, ସାଧାରଣ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଆସନ୍ତା ୧୧ ତାରିଖରେ ହେବ । ପ୍ରଥମ ପର୍ଯ୍ୟାୟରେ ମୋଟ ୪ ଲୋକସଭା ଓ…