୫୦ ବର୍ଷ ବୟସରୁ ଊର୍ଦ୍ଧ୍ୱ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଛୁଟି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟବ୍ୟାପୀ ଲକ ଡାଉନ୍ ଘୋଷଣା ହୋଇଥିବାବେଳେ ସରକାରୀ କର୍ମଚାରୀମାନଙ୍କ ନିମନ୍ତେ ରାଜ୍ୟ ସରକାର ନିୟମକୁ କେତେକ କୋହଳ କରିଛନ୍ତି। ୫୦ବର୍ଷ ବୟସରୁ ଉର୍ଦ୍ଧ୍ୱ କର୍ମଚାରୀମାନେ ବିନା ଡାକ୍ତରୀ ପ୍ରମାଣପତ୍ରରେ ଏପ୍ରିଲ ୪ତାରିଖ…