Browsing Tag

english languge

‘ପ୍ରଥମ ଶ୍ରେଣୀ ପିଲା କହିବେ ସ୍ପୋକନ ଇଂଲିଶ’

ଓଡିଶା ଫାଷ୍ଟ( ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାଙ୍କୁ ଇଂରାଜୀ ଶିକ୍ଷା ଦିଆଯିବା ଉପରେ ଗୁରୁତ୍ୱ ଦିଆଯିବ। ଖୁବ୍‌ ଶୀଘ୍ର ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀ ପିଲାଙ୍କୁ ଦିଆଯିବ ସ୍ପୋକନ ଇଂଲିଶ ଶିକ୍ଷା। ପିଲାମାନଙ୍କୁ ଇଂରାଜୀ ଶିକ୍ଷା ଦେବାକୁ ଅଭିଭାବକଙ୍କ ଆଗ୍ରହ ଦେଖି ବିଦ୍ୟାଳୟ ଓ…