Browsing Tag

EOW’s raid on Sambad office

ସମ୍ୱାଦ ଅଫିସରେ EOWର ଚଢାଉ

ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ପ୍ରତିକ୍ରିୟା ମିଳିନାହିଁ । ଋଣ…