କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷର ସାମଗ୍ରୀ ଚୋରି
କ୍ୟାପିଟାଲ ହସ୍ପିଟାଲ ଲ୍ୟାବରୁ ୬୦ ଲକ୍ଷର ସାମଗ୍ରୀ ଚୋରି । ହସ୍ପିଟାଲରୁ ଚୋରି ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ସୁଇପର ଓ ସିକ୍ୟୁରିଟି ଗାର୍ଡଙ୍କ ଜରିଆରେ ଏହି ଚୋରି କରାଯାଇଥିବା ଜଣାପଡ଼ିଛି । ଗତକାଲି ରାତିରେ ଏହି ଘଟଣା ଘଟିବା ପରେ ପୋଲିସ ନିକଟରେ ଏତଲା ଦିଆଯାଇଛି । ପୋଲିସ ଏ…