ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସକୁ ଅପଡ଼େଟ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଚଳିତ ନଭେମ୍ବର ମାସ ୩୦ ତାରିଖ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀମାନଙ୍କର ଇ-ସର୍ଭିସକୁ ସଦ୍ୟତମ କରଣ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ବିଭାଗ…