ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପତାକା ଉତ୍ତୋଳନ ପରେ ରାଜ୍ୟବାସୀଙ୍କୁ କରିଛନ୍ତି ସମ୍ବୋଧନ ।
ସମ୍ବୋଧନରେ ଓଡିଶାର ଗର୍ବ ଓ ଗୌରବଙ୍କୁ ସ୍ମରଣ କଲେ…