Browsing Tag

Ex Andhra Chief Minister Joins BJP

ପଦ୍ମ ଧରିଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କିରଣ କୁମାର ରେଡ୍ଡୀ ଶୁକ୍ରବାର ଦିନ ବିଜେପିରେ ଯୋଗ ଦେଇଛନ୍ତି । ସେ ଦଳର ସଭାପତି ମଲ୍ଲିକାର୍ଜୁନ ଖାଡଗେଙ୍କୁ ଇସ୍ତଫା ପତ୍ର ପଠାଇବାର ଏକ ସପ୍ତାହ ପରେ ବିଜେପିରେ ଯୋଗ ଦେଇଛନ୍ତି । ଆଜି ନୂଆଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ସେ ଦଳରେ ମିଶିଛନ୍ତି ।…