ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ୨୦୨୨-୨୩ ଯୁକ୍ତ ଦୁଇ ପରୀକ୍ଷା ଆସନ୍ତା ୩୧ ତାରିଖରେ ଶେଷ ହେବ । ଏହା ମଧ୍ୟରେ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଶେଷ ହୋଇଥିବା ବେଳେ ୨ୟ ପର୍ଯ୍ୟାୟ ପରୀକ୍ଷା ଗତ ୧୧ରୁ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଶେଷ ହେବା ପରେ ଆସନ୍ତା ୨୨ରୁ ମୂଲ୍ୟାଙ୍କନ…