ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ; ଅରୁଣ ବୋଥ୍ରାଙ୍କୁ କ୍ରୁଟର ଦାୟିତ୍ୱ
ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଥିବା ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ…