ବଢିଲା ଖରିଫ ପଞ୍ଜୀକରଣ ଅବଧି
ଚଳିତ ମାସ ୨୨ ତାରିଖ ପର୍ଯ୍ୟନ୍ତ ବଢିଲା ଖରିଫ ପଞ୍ଜୀକରଣ ଅବଧି । ବିଭିନ୍ନ ପରିସ୍ଥିତିକୁ ବିଚାରକୁ ନେଇ ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ଅବଧିକୁ ବୃଦ୍ଧି କରାଯାଇଛି । ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ମାସ ୧୫ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ମାସ ୧୬ ତାରିଖ ମଧ୍ୟରେ ସରିବାକୁ…