ନକଲି ସାର୍ଟିଫିକେଟ ମାମଲା, ବିଦା ହେଲେ ୪ ଶିକ୍ଷକ
ବଲାଙ୍ଗୀରରେ ନକଲି ସାର୍ଟିଫିକେଟରେ ଶିକ୍ଷକ ଚାକିରି ମାମଲା । ନକଲି ଶିକ୍ଷକଙ୍କ ବିରୋଧରେ କଡ଼ା ଆକ୍ସନ । ୪ ନକଲି ଶିକ୍ଷକଙ୍କୁ ବିଦାକରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ । ସମସ୍ତଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି । ବହିଷ୍କୃତ ଶିକ୍ଷକ ହେଲେ ସଞ୍ଜିତ ପାଣି ମହାନନ୍ଦ, ମୃଣ୍ମୟୀ ପଣ୍ଡା,…