ଉଦଘାଟିତ ହେଲା ଫକୀର ମୋହନ ମେଡିକାଲ କଲେଜ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ୧୧:୩୦ରେ ବାଲେଶ୍ୱରରେ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଉଦଘାଟନ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ଓ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଉପସ୍ଥିତ ଥିଲେ ।…