Browsing Tag

family members have brought allegations of murder

ହାଇଦ୍ରାବାଦରେ ଆଇଆଇଟି ଓଡ଼ିଆ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକ

ଆଇଆଇଟି, ହାଇଦ୍ରାବାଦରେ ଓଡ଼ିଆ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ହଷ୍ଟେଲ ବନ୍ଦ କୋଠରୀରୁ ମିଳିଲା ମୃତଦେହ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରର ଝିଅ ନମିତା ନାଏକଙ୍କ ମୃତଦେହ ହଷ୍ଟେଲ ରୁମରୁ ଉଦ୍ଧାର ହୋଇଛି । ପୋଲିସ ଛାତ୍ରୀଙ୍କ ରୁମରୁ ଏକ ସୁଇସାଇଡ ନୋଟ ଜବତ କରିଛି । ସେଥିରେ ଅର୍ଥାଭାବ…