Browsing Tag

Favorable employment for girls even after marriage: High Court

ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି:ହାଇକୋର୍ଟ

ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏହି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ବିବାହିତ ହୋଇଥିବା କାରଣରୁ ଝିଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଂଚିତ କରାଯାଇପାରିବ…