ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ନାଁରେ ଥାନାରେ ଏତଲା
ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଥାନାରେ ଏତଲା। ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ଦେଇଥିବା ନେଇ ତାଙ୍କ ନାଁରେ ଏତଲା ଦିଆଯାଇଛି । ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା ସୋସିଆଲ ମିଡିଆରେ ଏନଡିଏ ରାଷ୍ଟ୍ରପତି…