ବବି ଦାସଙ୍କ ନାଁରେ ଥାନାରେ ଏତଲା
ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ ବବି ଦାସଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି । ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି କ୍ୟାପିଟାଲ ଥାନାରେ ତାଙ୍କ ବିରୁଦ୍ଧରେ ଅଭିଯୋଗ କରିଛନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ କରିଛନ୍ତି ଶିବସୁନ୍ଦର।…