Browsing Tag

fire at Pen Hospital

ପେନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ; ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଥିବା ସୂଚନା

ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ପେନ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଫିସ ଷ୍ଟେସନାରୀ ଓ ବିଭିନ୍ନ କଲମ ମିଳୁଥିବା ଦୋକାନର ନାଁ ହେଉଛି ପେନ୍ ହସ୍ପିଟାଲ। ସର୍ଟ ସର୍କିଟରୁ ପେନ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ହୋଇଥିବା ସୂଚନା । ଖବର ପାଇ ଅଗ୍ନିଶମ ଗାଡି ପହଞ୍ଚି ନିଆଁକୁ ଆୟତ୍ତ…