Browsing Tag

Fire breaks out at PRM Medical College and Hospital in Baripada

ବାରିପଦା ମେଡିକାଲ କଲେଜରେ ଅଗ୍ନିକାଣ୍ଡ

ମୟୂରଭଞ୍ଜ ଜିଲ୍ଲା ସଦରମହକୁମା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆରଏମ) ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ୭ ମହାଲ ବିଶିଷ୍ଟ କୋଠର ୩ୟ ମହାଲରେ ଥିବା ଓଟିରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ବିଦ୍ୟୁତ ସଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।…