ହମସଫର ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଗୁଜରାଟର ବଲସାଡରେ ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ତିରୁଚିରାପଲ୍ଲୀ ଜଙ୍କସନ ଏବଂ ଶ୍ରୀ ଗଙ୍ଗାନଗର ମଧ୍ୟରେ ଚାଲୁଥିବା ହମସଫର ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ପ୍ରଥମେ ବ୍ରେକ ଭ୍ୟାନର କୋଚରେ ଧୂଆଁ ଦେଖାଯାଇଥିଲା । ତେବେ ଏହି ସମୟର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଏଥିରେ…