ଫାର୍ମାସ୍ୟୁଟିକାଲ ଫ୍ୟାକ୍ଟ୍ରିରେ ଭୀଷଣ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୪ ଜଣ
ପଞ୍ଜାବର ଅମୃତସର ଠାରେ ଏକ ଭୀଷଣ ଅଗ୍ନିକାଣ୍ଡ ଘଟିଯାଇଛି । ଅମୃତସରର ମଜିଠା ରୋଡ଼ରେ ଅବସ୍ଥିତ କ୍ୱାଲିଟି ଫାର୍ମାସ୍ୟୁଟିକାଲ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଛି । ଫାର୍ମାସ୍ୟୁଟିକାଲ ଫ୍ୟାକ୍ଟ୍ରିରେ ହୋଇଥିବା ଅଗ୍ନିକାଣ୍ଡରେ ଜଣେ କିଶୋର, ଜଣେ ମହିଳାଙ୍କ ସମେତ ୪ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି…