Browsing Tag

Fire breaks out on Bhubaneswar-Howrah Jan Shatabdi Express at Cuttack station today

ଭୁବନେଶ୍ୱର-ହାୱଡ଼ା ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ

ଭୁବନେଶ୍ୱରରୁ ହାୱଡ଼ା ଯାଉଥିବା ଜନଶତାବ୍ଦୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ । କଟକ ଷ୍ଟେସନରେ ଟ୍ରେନ୍‌ରେ ଗୋଟିଏ ବଗି ତଳେ ନିଆଁ ଲାଗିଥିବା ସୂଚନା ମିଳିଛି । ଏବେ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବର ପାଇବା ପରେ ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି ।…