ଭୋପାଳ-ଦିଲ୍ଲୀ ବନ୍ଦେ ଭାରତ ଟ୍ରେନରେ ନିଆଁ
ଭୋପାଳ-ଦିଲ୍ଲୀ ବନ୍ଦେ ଭାରତ ଟ୍ରେନରେ ନିଆଁ ଲାଗିଛି । ଟ୍ରେନର ବ୍ୟାଟେରୀ ବକ୍ସରେ ନିଆଁ ଲାଗିଥିବା ଜଣେ ରେଳ ଅଧିକାରୀ ସୂଚନା ଦେଇଛନ୍ତି । ସୋମବାର ଦିନ ସକାଳ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ନୂଆଦିଲ୍ଲୀ ଯାଉଥିବା ବନ୍ଦେ ଭାରତ ଟ୍ରେନର ଏକ କୋଚର ବ୍ୟାଟେରୀ ବକ୍ସରେ ନିଆଁ…