ଭକ୍ତ ଓ ସେବକଙ୍କ ସ୍ୱାସ୍ଥ୍ୟ ନେଇ ତତ୍ପର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭକ୍ତ ଓ ସେବକଙ୍କ ସ୍ୱାସ୍ଥ୍ୟ ନେଇ ତତ୍ପର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର । ଆସନ୍ତା ୧୪ ଏପ୍ରିଲ ମହାବିଷୁବ ସଂକ୍ରାନ୍ତିରେ ଶ୍ରୀମନ୍ଦିର ନିକଟରେ ଏକ ପ୍ରାଥମିକ ସହାୟତା କେନ୍ଦ୍ର ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ…