ଇତିହାସରେ ପ୍ରଥମ; ପାକିସ୍ତାନ ନିର୍ବାଚନ ଲଢ଼ିବେ ହିନ୍ଦୁ ମହିଳା, ଆସନ୍ତୁ ଜାଣିବା ତାଙ୍କ ବିଷୟରେ କିଛି…
ପାକିସ୍ତାନର ନିର୍ବାଚନ ଇତିହାସରେ ଯାହା କେବେ ଘଟି ନଥିଲା, ସେକଥା ଏବେ ଘଟିବାକୁ ଯାଉଛି। ପାକିସ୍ତାନର ସାଧାରଣ ନିର୍ବାଚନରେ ପ୍ରଥମଥର ପାଇଁ ଜଣେ ହିନ୍ଦୁ ମହିଳା ଭାଗ ନେଇଛନ୍ତି। ଖାୟବର ପାଖତୁନଖ୍ୱା ବୁନେର ଜିଲ୍ଲାର ଜଣେ ହିନ୍ଦୁ ମହିଳା ନିର୍ବାଚନ ଲଢ଼ିବାକୁ ନାମାଙ୍କନ ଦାଖଲ କରିଛନ୍ତି।…