ଶ୍ରୀ ଶ୍ରୀ ଆଖଣ୍ଡଳମଣୀ ସେବା ସଂସଦ ତରଫରୁ ନୂଆସାହି ଶ୍ରୀ ଗଣେଶ ମହୋତ୍ସବ-୨୦୨୫ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ନୂଆସାହିର ଶ୍ରୀ ଶ୍ରୀ ଆଖଣ୍ଡଳମଣୀ ସେବା ସଂସଦ ପ୍ରାଙ୍ଗଣରେ ଚଳିତ ବର୍ଷ ନୂଆସାହି ଶ୍ରୀ ଗଣେଶ ମହୋତ୍ସବ ନିମନ୍ତେ ପ୍ରଥମ ପ୍ରସ୍ତୁତି ବୈଠକ ସଭାପତି ଶ୍ରୀଯୁକ୍ତ ହିମାଂଶୁ ପ୍ରଧାନଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ବିଗତ ବର୍ଷ…