Browsing Tag

first phase voting has started

ସାଧାରଣ ନିର୍ବାଚନ ୨୦୨୪, ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ

ସାଧାରଣ ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ଶୁକ୍ରବାର ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେଉଛି । ସକାଳ ୭ଟାରୁ ଏସବୁ ଆସନରେ ଭୋଟଗ୍ରହଣ ଆରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଅରୁଣାଚଳ ପ୍ରଦେଶ (୬୦ ଆସନ)…