Browsing Tag

Flood situation in Malkangari

ମାଲକାନଗିରିରେ ବନ୍ୟା ସ୍ଥିତି,ପୋଲ ଉପରେ ୫ ଫୁଟର ପାଣି ପ୍ରବାହିତ

ମାଲକାନଗିରିରେ ବନ୍ୟା ସ୍ଥିତି। ଲଗାଣ ବର୍ଷାରେ ବେହାଲ ସମଗ୍ର ମାଲକାନଗିରି ଜିଲ୍ଲା । ମାଲକାନଗିରି ଠାରୁ ବାଲିମେଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଏମଭି ୩୭ ପୋଲ ଉପରେ ୫ ଫୁଟ ପାଣି ପ୍ରବାହିତ ହେଉଥିବା ବେଳେ ପୋଟେରୁ ପୋଲ ଉପରେ ୩ ଫୁଟ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି । ସେହିପରି…