ନିଜ ପିଲାର ସ୍ମରଣଶକ୍ତି ବୃଦ୍ଧି କରାଇବା ପାଇଁ ଆପଣାନ୍ତୁ ଏହି ଟିପ୍ସ
ଭିଟାମିନ ବି-୧୨ ଶରୀର ପାଇଁ ବେଶ୍ ଉପଯୋଗୀ। ଏହାର ସ୍ତର ହ୍ରାସପାଇଲେ ସ୍ମରଣଶକ୍ତି ଦୁର୍ବଳ ହୋଇଯାଇଥାଏ। ଅଳ୍ପ କିଛି କାମକଲେ ହାଲିଆ ଲାଗେ। ଏହାର ଅଭାବରେ ଡିପ୍ରେସନ ହେବାର ଆଶଙ୍କା ବଢ଼ିଥାଏ।
ଛୋଟ ପିଲାଙ୍କ କ୍ଷେତ୍ରରେ ଭିଟାମିନ୍ ବି-୧୨ ମସ୍ତିଷ୍କକୁ କ୍ରିୟାଶୀଳ କରେ ବୋଲି ଆମେରିକା…