ତିହାର ଜେଲ ଗଲେ ଚିଦାମ୍ବରମ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କୁ ତିହାର ଜେଲ ପଠାଇଛନ୍ତି ଦିଲ୍ଲୀର ସ୍ୱତନ୍ତ୍ର ସିବିଆଇ କୋର୍ଟ । ସେପ୍ଟେମ୍ବର ୧୯ତାରିଖ ପର୍ଯ୍ୟନ୍ତ ତିହାର ଜେଲରେ ରହିବେ ଚିଦାମ୍ବରମ ।
ସୂଚନା ଅନୁଯାୟୀ, ଆଇଏନଏକ୍ସ ମିଡିଆର ମନି…