ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ପରଲୋକ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଝାରସୁଗୁଡ଼ାର ନିଜ ଗାଁ ଠାକୁରପଡ଼ାରେ ସେ ଅସୁସ୍ଥ…