ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ ସନାତନ ବିସିଙ୍କ ବିୟୋଗରେ ବିଜେଡି ପକ୍ଷରୁ ସଂଜୟଙ୍କ ଶୋକବାର୍ତ୍ତା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡିଶାର ପୂର୍ବତନ ସ୍ୱାସ୍ଥ୍ୟ ମନ୍ତ୍ରୀ, ପ୍ରାକ୍ତନ ରାଜ୍ୟସଭା ସଦସ୍ୟ, କ୍ରୀଡାବିତ, କ୍ରୀଡ଼ା ସଙ୍ଗଠକ ତଥା ପଶ୍ଚିମ ଓଡିଶାର ବର୍ଷିଆନ ରାଜନେତା ସନାତନ ବିସିଙ୍କର ମଙ୍ଗଳବାର ସକାଳେ ପରଲୋକ ଘଟିଛି । ସମ୍ବଲପୁରସ୍ଥିତ ତାଙ୍କର ନିଜସ୍ୱ ବାସଭବନରେ ବିସିଙ୍କ ପରଲୋକ…