Browsing Tag

Former Minister And Veteran Congress Leader Dambarudhar Ulaka Passes Away

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ। ଭୁବନେଶ୍ଵରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ଶେଷ ସମୟରେ ତାଙ୍କ ନିକଟରେ ଦୁଇ ପୁଅ ଓ ଝିଅ ଜ୍ଵାଇଁ ଉପସ୍ଥିତ ଥିଲେ।…